csstore

ବିଜେପି ବେଲଗାଁ ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ

ସଇଁନ୍ତଲା, (ଅଜିତ କୁମାର ସାହୁ) : ସଇଁନ୍ତଲା ବ୍ଳକ ଘୁନସର ସ୍ଥାନୀୟ ଶିବ ମନ୍ଦିର ନିକଟରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ବେଲଗାଁ ମଣ୍ଡଳ ସଭାପତି କୈଳାସ ରଣାଙ୍କ ସଭାପତିତ୍ୱରେ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେରେ ବଲାଙ୍ଗିର ଜିଲ୍ଳା ପରିଷଦ ଉପାଧ୍ୟକ୍ଷ ପାଣ୍ଡବ ସାହୁ, ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ କୁମାର ଜୈନ, ବରିଷ୍ଠ ବିଜେପି ନେତା ମହେନ୍ଦ୍ର ଠାକୁର, ସାଂସଦଙ୍କ ସଇନ୍ତଲା ବ୍ଲକ ପ୍ରତିନିଧି ଅକ୍ଷୟ ରଣା ସମେତ ବିଜେପି ଦଳର କର୍ମୀମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.