csstore

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ବେଲପଡା ବ୍ଲକ କାନୁଟ ଗ୍ରା.ପ.ରୁ ଜଣେ, ଗୁଡେଭେଲା ବ୍ଲକ ସମରା ଗ୍ରା.ପ. ଏବଂ ବିରମୁଣ୍ଡା ଗ୍ରା.ପ.ରୁ ଜଣେ ଲେଖାଏଁ, ପାଟଣାଗଡ ବ୍ଲକ କେନ୍ଦୁମୁଣ୍ଡି ଗ୍ରା.ପ. ଏବଂ ତେଣ୍ଡାପଦର ଗ୍ରା.ପ.ରୁ ଜଣେ ଲେଖାଏଁ, ପାଟଣାଗଡ ଏନ୍‌ଏସି ୱାର୍ଡ ନଂ. ୫ରୁ ଜଣେ, ପୁଇଁନ୍ତଲା ବ୍ଲକ ପୁଇଁନ୍ତଲା ଗ୍ରା.ପ.ରୁ ଜଣେ, ଟିଟିଲାଗଡ ବ୍ଲକ ବନ୍ଦୁପଲା ଗ୍ରା.ପ.ରୁ ଜଣେ ଏବଂ ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ. ୯ରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.