ଆଜି ଓଡ଼ିଆ ସାମ୍ବାଦିକତା ଦିବସ : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ହେଉଛି ଓଡ଼ିଆ ସାମ୍ବାଦିକତା ଦିବସ । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇବା ସହ ଟ୍ୱିଟ କରି ଲେଖିଛନ୍ତି ଯେ, ଓଡ଼ିଆ ସାମ୍ବାଦିକତା ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା । ଆଜିର ଦିନରେ ଓଡ଼ିଶାର ପ୍ରଥମ ଖବରକାଗଜ ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା । ସତ୍ୟ ଓ ନିରପେକ୍ଷ ସମ୍ବାଦ ପରିବେଷଣ ସହ ଓଡ଼ିଆ ସାମ୍ବାଦିକତାକୁ ସମୃଦ୍ଧ କରିଥିବା ସମସ୍ତ ବ୍ୟକ୍ତିଙ୍କ ଅବଦାନ ସର୍ବଦା ସ୍ମରଣୀୟ ।

Leave A Reply

Your email address will not be published.