jsm

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୫

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧୭ ଏବଂ ୱାର୍ଡ ନଂ. ୪ରୁ ଜଣେ ଲେଖାଏଁ, ଦେଓଗାଁ ବ୍ଲକ ସିକୁଆଁ ଗ୍ରା.ପ.ରୁ ଜଣେ, ଲୋଇସିଂହା ବ୍ଲକ ବାଦିବାହାଲ ଗ୍ରା.ପ.ରୁ ଜଣେ ଏବଂ ଟିଟିଲାଗଡ ବ୍ଲକ ନରେନ୍‌ ଗ୍ରା.ପ.ରୁ ଜଣେ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

yuvodaya
Leave A Reply

Your email address will not be published.