ବିଜେପି ଓ କଂଗ୍ରେସ ଦଳ ଛାଡି ୩୦ଜଣରୁ ଅଧିକ ବିଜେଡିରେ ଯୋଗ ଦେଲେ

ପାଟଣାଗଡ, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଠାରେ ଅରକ୍ଷିତ ଦଣ୍ଡସେନାଙ୍କ ନେତୃତ୍ୱରେ ପାଟଣାଗଡ଼ ବ୍ଲକର ଲରମ୍ଭା ପଞ୍ଚାୟତର ୩୦ ଜଣରୁ ଅଧିକ ବିଜେପି ଓ କଂଗ୍ରେସ ଦଳ ଛାଡି ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି । ବିଧାୟକ ଶ୍ରୀ ମେହେର ନୂତନ ଭାବେ ଦଳରେ ଯୋଗଦାନ କରିଥିବା ସଦସ୍ୟଙ୍କୁ ସ୍ୱାଗତ କରି ଶୁଭେଚ୍ଛା ଜଣାଇଛନ୍ତି ।

Leave A Reply

Your email address will not be published.

error: Content is protected !!