oom

ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ୭୫ତମ ସ୍ୱାଧୀନତା ଦିବସର ଆଜାଦିକା ଅମୃତ ମହୋତ୍ସବ ଅନୁଷ୍ଠିତ

jsmm

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲା ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ୭୫ତମ ସ୍ୱାଧୀନତା ଦିବସର ଆଜାଦିକା ଅମୃତ ମହୋତ୍ସବ ଅବସରରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ଏକ ସେମିନାର ଆୟୋଜିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗ ଦେଇଥିଲେ । ଏଥିରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାର କାର୍ଯ୍ୟକାରିତା, ତାହାର ଗୁଣାତ୍ମକ ମାନ ତଥା ଗ୍ରାମାଞ୍ଚଳରେ ଶିକ୍ଷା, ସ୍ୱାସ୍ଥ୍ୟ, ସାମାଜିକ ଆଦି କ୍ଷେତ୍ରରେ ଏହାର ପ୍ରଭାବ ଉପରେ ଆଲୋଚନା କରାଗଲା । ଏହି କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତିରିକ୍ତ ଜିଲ୍ଲାପାଳ ମିର୍ଧା ଟପୋ, ପିଡି ଡିଆର୍‌ଡିଏର ପ୍ରକଳ୍ପ ନିର୍ଦେଶକ କୃତିବାସ ରାଉତ, ଗ୍ରାମ୍ୟ ଉନ୍ନୟନ ବିଭାଗର ପଦ୍ମପୁର ନିର୍ବାହୀ ଯନ୍ତ୍ରୀ ଶିବାଜୀ ପଧାନ, ବରଗଡ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର ମିଶ୍ର ତଥା ବିଭାଗୀୟ ଏସ୍‌ଡିଓ, ଜେଇ ଆଦି ଅଧିକାରୀମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.