ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଆଗଲପୁର ବ୍ଲକ ଆଗଲପୁର ଗ୍ରା.ପ.ରୁ ୩ ଜଣ, ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୫ରୁ ଜଣେ, ସଇଁନ୍ତଲା ବ୍ଲକ ବଡମାଲ ଗ୍ରା.ପ.ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.