ଟିବି ନିରାକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ଓଡିଶା ୨ୟ ସ୍ଥାନରେ ରହିବା ସହିତ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଠାରୁ ପୁରସ୍କୃତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟିବି ନିରାକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ଓଡିଶା ୨ୟ ସ୍ଥାନରେ ରହିବା ସହିତ କେନ୍ଦ୍ର ସ୍ୱସ୍ଥ୍ୟ ମନ୍ତ୍ରୀଙ୍କ ଠାରୁ ପୁରସ୍କୃତ ହୋଇଛି । ନିକ୍ଷୟ ପୋଷଣ ଯୋଜନାରେ ୮୫ ପ୍ରତିଶତ ହିତାଧିକାରୀଙ୍କୁ ପୋଷଣୀୟ ଖାଦ୍ୟ ପାଇଁ ଅର୍ଥ ଯୋଗାଇ ଦିଆଯାଉଛି । ଘରକୁ ଘର ବୁଲି ଟିବି ରୋଗୀଙ୍କୁ ଚିହ୍ନଟ କରାଯାଉଛି । ଏହି ସୂଚନା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟର୍‌ ମାଧ୍ୟମରେ ପ୍ରଦାନ କରାଯାଇଛି ।

Leave A Reply

Your email address will not be published.