csstore

ଦ୍ୱାଦଶହରେ ସ୍ୱର୍ଗତଃ ରାଧେଶ୍ୟାମ ପୁରୋହିତଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତଙ୍କ ପିତା ତଥା ବହୁ ପ୍ରତିଷ୍ଠିତ ପୁରୋହିତ ହୋଟେଲର ପ୍ରତିଷ୍ଠାତା ସ୍ୱର୍ଗତଃ ରାଧେଶ୍ୟାମ ପୁରୋହିତଙ୍କ ଦ୍ୱାଦଶହ ଅବସରରେ ପଦ୍ମପୁର, ପାଇକମାଲ ଏବଂ ଝାରବନ୍ଧ ଅଞ୍ଚଳର ବହୁ ମାନ୍ୟଗନ୍ୟ ବ୍ୟକ୍ତି ମାନେ ସ୍ୱର୍ଗତଃଙ୍କ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିବା ସହ ଶ୍ରଦ୍ଧା ସୁମନ ଜ୍ଞାପନ ପୂର୍ବକ ସ୍ମୃତିଚାରଣ କରିଥିଲେ। ସ୍ୱର୍ଗତଃ ପୁରୋହିତଙ୍କ ଭାବମୂର୍ତି ଅଞ୍ଚଳର ସମସ୍ତଙ୍କ ହୃଦୟରେ ଚିର ସ୍ମରଣୀୟ ଛବି ଭାବରେ ସ୍ଥାପିତ ହୋଇ ରହିବା ସହ ତାଙ୍କର ଆତ୍ମୀୟ ମନୋଭାବ ଏବଂ ଲୋକଙ୍କ ପ୍ରତି ଆକଣ୍ଠ ଶ୍ରଦ୍ଧା ଭାବକୁ ମନେ ପକାଇ ବିଭିନ୍ନ ଅନୁଷ୍ଠାନ ତଥା ବୁଦ୍ଧିଜୀବୀ ମହଲ ତରଫରୁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

jayashree
Leave A Reply

Your email address will not be published.