ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୦୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଏବଂ କଟକ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Next Post