oom

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତକୁ ନେଇ ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳର ସମସ୍ତ ନିର୍ବାଚନ ମଣ୍ଡଳୀର ନେତୃ ମଣ୍ଡଳୀଙ୍କୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

jsmm

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆସନ୍ତା ୨୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଲାଙ୍ଗିର ଗସ୍ତକୁ ନେଇ ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳର ସମସ୍ତ ନିର୍ବାଚନ ମଣ୍ଡଳୀର ନେତୃ ମଣ୍ଡଳୀଙ୍କୁ ନେଇ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପାଟଣାଗଡ ବିଧାୟକ ସରୋଜ ମେହେର, ବଲାଙ୍ଗିର ଯୁବନେତା ଅର୍କେଶ ନାରାୟଣ ସିଂହଦେଓ, କଣ୍ଟାବାଞ୍ଜି ବିଧାୟକ ପ୍ରାର୍ଥୀ ଅଜୟ ଦାଶ, ଫିରୋଜ ଖାଁ, ଯୁବନେତା ନିହାର ରଞ୍ଜନ ବେହେରାଙ୍କ ସହିତ ଜିଲ୍ଲା ଯୁବ ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା ଓ ଛାତ୍ର ସଭାପତି ଗୁଞ୍ଜ ଖାନ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.