csstore

ପାଟଣାଗଡ଼ ମୁଖ୍ୟମନ୍ତ୍ରୀଙ୍କ ପହଞ୍ଚିବା ପୂର୍ବରୁ କଂଗ୍ରେସ ନେତାଙ୍କୁ ଉଠାଇନେଲା ପୋଲିସ

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟଣାଗଡ଼ ଆସିବା କାର୍ଯ୍ୟକ୍ରମ ରହିଥିବା ବେଳେ କଂଗ୍ରେସ ପକ୍ଷରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୧୧ ଦଫା ଦାବୀ ନେଇ ଶାନ୍ତିପୂର୍ଣ୍ଣ ଧାରଣାର କାର୍ଯ୍ୟକ୍ରମ ଥିଲା, ଯାହାକି ଆରମ୍ଭ ହେବା ପୂର୍ବରୁ ପାଟଣାଗଡ଼ କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ପୁରୋହିତଙ୍କ ସମେତ, ୨୦ ଜଣ କଂଗ୍ରେସ ନେତାଙ୍କୁ ପୋଲିସ ଉଠାଇ ନେଇଥିବା ଜଣାପଡିଛି ।

jayashree
Leave A Reply

Your email address will not be published.