csstore

୩୫ ଜଣ ବିଜେପି ଦଳ ଛାଡି ବିଜେଡିରେ ଯୋଗଦାନ କଲେ

ପାଟଣାଗଡ, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜେଡି କାର୍ଯ୍ୟାଳୟରେ ଉଲବା ପଞ୍ଚାୟତର ଉଲବା ଗ୍ରାମର ୩୫ ଜଣ ବିଜେପି ଦଳ ଛାଡି ବିଜେଡି ଦଳରେ ଯୋଗଦାନ କରିଛନ୍ତି ।

jayashree
Leave A Reply

Your email address will not be published.