oom

ଚିନିକଲ ପୁନଃ କାର୍ଯ୍ୟକ୍ଷମ ଦାବୀରେ ହାଉସିଂ ବୋର୍ଡ ମନ୍ତ୍ରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଭିଆଇପି ପକ୍ଷରୁ ଦାବୀପତ୍ର ପ୍ରଦାନ

jsmm

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଡୁମେରପିଟା ପଂଚାୟତରେ ଓଡିଶା ହାଉସିଂ ବୋର୍ଡ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉକ୍ତ ପଂଚାୟତର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ପ୍ରଦାନ କରୁଥିବା ସମୟରେ ଭିଲେଜର୍ସ ଇଣ୍ଡିଆ ପାର୍ଟିର ଅଧ୍ୟକ୍ଷ ଡ଼. ବିପିନ କୁଶୁଲିଆ ଦୀର୍ଘ ବର୍ଷ ହେଲା ବନ୍ଦ ପଡିଥିବା ଦେଓଗାଁ ସାଗରପାଲି ସ୍ଥିତ ବିଜୟାନନ୍ଦ ଚିନିକଲକୁ ପୁନଃ କାର୍ଯ୍ୟକ୍ଷମ କରିବାକୁ ମନ୍ତ୍ରୀ ଶ୍ରୀ ମିଶ୍ରଙ୍କ ଜରିଆରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି ।

jittmm
Leave A Reply

Your email address will not be published.