ରାଜ୍ୟରେ ଗତ ୨୪ ଘଣ୍ଟାର ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାର ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି । ଆଜି କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.