ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୩୪୬ ନୂତନ କରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ୨୬୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୮,୫୩,୦୪୮ ଓ ମୃତ୍ୟୁସଂଖ୍ୟା ୪,୪୯,୨୬୦ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୯,୬୩୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୧,୫୦,୮୮୬ରେ ପହଞ୍ଚିଛି । ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୫୨,୯୦୨।
Next Post