ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୪୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Next Post