ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ. ୧୦ରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି ।

Leave A Reply

Your email address will not be published.

2 + five =

error: Content is protected !!