pakka

ବରିଷ୍ଠ ମାଓ ନେତା ଆକ୍କିରାଜୁ ହରଗୋପାଲ୍ ମୃତ

bbehera

ଛତିଶଗଡ଼ : ବରିଷ୍ଠ ମାଓ ନେତା ଆକ୍କିରାଜୁ ହରଗୋପାଲ୍ ଓରଫ୍ ରାମକ୍ରିଷ୍ଣାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ସେଣ୍ଟ୍ରାଲ କମିଟି ସଦସ୍ୟ ଆର୍‌କେ ଅଜଣା ରୋଗରେ ଦୀର୍ଘ ଦିନ ଧରି ଆକ୍ରାନ୍ତ ହୋଇ ଅସୁସ୍ଥ ଥିଲେ । ଛତିଶଗଡ଼ ଦକ୍ଷିଣ ବସ୍ତର ଜଙ୍ଗଲରେ ଆର୍‌କେଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି ।

Leave A Reply

Your email address will not be published.

fourteen − 13 =