ରାଜ୍ୟରେ ପୁଣି ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ସୁନ୍ଦରଗଡ ଜିଲ୍ଳାରୁ ଜଣେ ଲେଖାଏଁ ରହିଥିବା ଜଣାପଡିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.