ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୯ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ ଓ କଟକ ଓ ନୟାଗଡ଼ରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.