ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୪ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Next Post