ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ପୁଇଁନ୍ତଲା ବ୍ଲକ ଦୁର୍ଗାପାଲି ଗ୍ରା.ପ.ରୁ ଜଣେ ଓ ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୧୫ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.