ବେଲଗାଁରୁ ୭ ଫୁଟର ଧମନା ସାପ ଉଦ୍ଧାର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବେଲଗାଁ ଗ୍ରାମର ରୁପେନ ସାହୁଙ୍କ ଘରେ ଏକ ସାପ ରହିଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ । ପରେ ସାପ ଧରାଳି ବିକିଜି ନାଗଙ୍କୁ ଖବର ଦେବା ପରେ ବିକି ପହଁଚି ୭ ଫୁଟର ଧମନା ସାପକୁ ଉଦ୍ଧାର କରି ଜଙ୍ଗଲରେ ଛାଡି ଦେଇଥିବା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.