csstore

ଜିଲ୍ଲାସ୍ତରୀୟ ମୃତ୍ତିକା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ନୃସିଂହଚରଣ ବାରିକ, ମୃତ୍ତିକା ରସାୟନ ପରୀକ୍ଷାଗାର ଉପନିର୍ଦ୍ଦେଶକ ରବି ନାରାୟଣ ସେନାପତି, ବରଗଡ଼ ଜିଲ୍ଲା କୃଷି ଅଧିକାରୀ ଅଶୋକ କୁମାର ଅମାତ, ଉଦ୍ୟାନ ବିଭାଗ ସହକାରୀ ନିର୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ଆଲୋଚକ ଭାବେ ଯୋଗ ଦେଇଥିଲେ । ଏଥିରେ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଚାଷୀମାନେ ଯୋଗ ଦେଇଥିଲେ ।

jayashree
Leave A Reply

Your email address will not be published.