ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୧ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ ଓ ବରଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post