csstore

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ତରଫରୁ ଶ୍ରଦ୍ଧାଞ୍ଜଳି ଶୋଭାଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ତାମିଲନାଡୁର କୁନ୍ନୁରରେ ଭାରତୀୟ ବାୟୁସେନାର ଏମ୍‌ଆଇ- ୧୭ ଭି୫ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଚିଫ୍ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାୱତ ଓ ତାଙ୍କ ଧର୍ମପତ୍ନୀ ମଧୁଲିକା ରାୱତଙ୍କ ସମେତ ଭାରତୀୟ ସେନାର ୧୩ ଜଣ ଯବାନ ମୃତ୍ୟୁବରଣ କରିଥିବା ବେଳେ ସେହି ପରିପ୍ରେକ୍ଷୀରେ ଆଜି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ତରଫରୁ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଗେଟ୍‌ ଠାରୁ କଲେଜ ଛକ ପର୍ଯ୍ୟନ୍ତ ଏକ ଶ୍ରଦ୍ଧାଞ୍ଜଳି ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ କଲେଜ ଅଧ୍ୟାପକ ମାନଙ୍କ ସହ ବହୁ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.