ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୦ବୃଦ୍ଧି ପାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post