ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୧ ବୃଦ୍ଧି ପାଇଛି । କଳାହାଣ୍ଡି ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post