ଦେଶର ସବୁଠୁ ବଡ଼ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ କେନ୍ଦ୍ରାପଡ଼ାରେ

କେନ୍ଦ୍ରାପଡ଼ା : ଦେଶର ସବୁଠୁ ବଡ଼ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ କେନ୍ଦ୍ରାପଡ଼ାରେ । ତେବେ ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ମଞ୍ଜୁରୀ ଦିଆଯାଇଥିବା ବେଳେ ପ୍ରକଳ୍ପ ଲାଗି ୧ ଲକ୍ଷ କୋଟିରୁ ଅଧିକ ଟଙ୍କା ନିବେଶ କରିବ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ । ସେହିପରି ୧୬ ହଜାରରୁ ଅଧିକ ଲୋକଙ୍କୁ ମିଳିବ ନିଯୁକ୍ତି ।

Leave A Reply

Your email address will not be published.