csstore

ପ୍ରଦୀପ ମହାରଥୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମନ୍ତ୍ରୀ ଟୁକୁନି ସାହୁ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବରିଷ୍ଠ ବିଜେଡ଼ି ନେତା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଥିବା ବେଳେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ଟୁଇଟ କରି କହିଛନ୍ତି ଯେ, ପ୍ରଦୀପ ମହାରଥୀଙ୍କ ଦେହାନ୍ତ ଖବର ଶୁଣି ମୁଁ ମର୍ମାହତ । ସେ ଜଣେ ଦକ୍ଷ ସଂଗଠକ, ନିର୍ଭୀକ ଓ ଲୋକାଭିମୁଖୀ ନେତା ଥିଲେ । ଭଗବାନ ତାଙ୍କର ଆତ୍ମାଙ୍କୁ ସଦଗତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରିବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି ।

jayashree
Leave A Reply

Your email address will not be published.