ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୬ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲା ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.