csstore

ବ୍ଳକସ୍ତରୀୟ ଶିଶୁ ପାଇଁ ଦିନଟିଏ ଅନୁଷ୍ଠିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକସ୍ତରୀୟ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବ୍ଳକ ଅଧ୍ୟକ୍ଷା ଅହଲ୍ୟା ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଡିଓ ଚନ୍ଦ୍ରମଣି ନାଗ, ବ୍ଳକ ଉପାଧ୍ୟକ୍ଷ ପ୍ରମୋଦ ଭୋଇ, ସିଡ଼ିପିଓ ସବିତା ଦାସ, ସାସଂଦଙ୍କ ପ୍ରତିନିଧି ଅକ୍ଷୟ ରଣା, ଜିଲ୍ଲା ପରିଷଦ ସଭ୍ୟା ସରୋଜିନୀ ସାହୁ, କଳ୍ପନା ଚୌହାନ ପ୍ରମୁଖ ଉପସ୍ଥିତ ରହି ମାନବ ଶୃଙ୍ଖଳା ଉପରେ ଆଲୋଚନା କରିଥିଲେ ।

jayashree
Leave A Reply

Your email address will not be published.