ଖଙ୍କିରା ଗ୍ରାମରେ ମିଶନ ଶକ୍ତି ବୈଠକ

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ଗଂଦିଆ ବ୍ଲକ ଖଙ୍କିରା ପଞ୍ଚାୟତର ବିଭିନ୍ନ ଗ୍ରାମରେ ସ୍ୱୟଂ ସହାୟିକା ଗୋଷ୍ଠୀ ମଧ୍ୟରେ ଗତକାଲି ଗ୍ରାମ୍ୟସ୍ତରୀୟ ସଚେତନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ଅନ୍ତର୍ଭୁକ୍ତିକରଣ ଏହାର ମୂଳ ଲକ୍ଷ୍ୟ ରହିଛି ବୋଲି ମତ ପ୍ରକାଶ ପାଇଥିଲା । ଏଥିରେ ସମସ୍ତ ମହିଳା ସଦସ୍ୟ ଯୋଗ ଦେଇଥିଲେ ।

Leave A Reply

Your email address will not be published.