oom

ଗତ ୨୪ ଘଂଟାରେ ୬୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୮୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୧୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୮୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୩୪, ବରଗଡରୁ ୧୪, ବଲାଙ୍ଗିରରୁ ୪, କଟକରୁ ୫୯, ଦେବଗଡରୁ ୯, ଢେଙ୍କାନାଳରୁ ୧, ଗଜପତିରୁ ୪, ଗଞ୍ଜାମରୁ ୧୨, ଜଗତସିଂହପୁର ୭, ଯାଜପୁରରୁ ୭, ଝାରସୁଗୁଡାରୁ ୨୫, କେନ୍ଦ୍ରାପଡାରୁ ୩, କେଉଁଝରରୁ ୮, ଖୋର୍ଦ୍ଧାରୁ ୨୬୩, କୋରାପୁଟରୁ ୯, ମୟୁରଭଞ୍ଜରୁ ୮, ନବରଙ୍ଗପୁରରୁ ୧୩, ନୟାଗଡରୁ ୪, ନୂଆପଡାରୁ ୧, ପୁରୀରୁ ୧୫, ରାୟଗଡାରୁ ୧, ସମ୍ବଲପୁରରୁ ୪୨, ସୁବର୍ଣ୍ଣପୁରରୁ ୬, ସୁନ୍ଦରଗଡରୁ ୬୯ ଓ ଷ୍ଟେଟ ପୁଲ୍‌ରୁ ୬୧ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.