ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ପ୍ରାଣ ନେଇଛି କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.