ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତଙ୍କ ପରଲୋକ : ମୃତକ ଜଣକ ବଲାଙ୍ଗିର ଜିଲ୍ଲାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବା ବେଳେ କରୋନାର ନୂତନ ଭାରିଆଣ୍ଟ ଓମିକ୍ରନ ଆତଙ୍କ ସୃଷ୍ଟି କରିଛି । ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତଙ୍କ ପରଲୋକ ଘଟିଛି ଓ ମୃତକ ଜଣକ ବଲାଙ୍ଗିରର ବୋଲି ସୂଚନା ମିଳିଛି । ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିବା କୁହାଯାଇଛି । ମୃତକ ଜଣକ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅଞ୍ଚଳର ବୋଲି ଆଲୋଚନା ହୋଇଛି ।

Leave A Reply

Your email address will not be published.