centurian jitm

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

nschool

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୦୨୨-ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟସ୍ତରୀୟ ଉତ୍ସବରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜାତୀୟ ପତାକା ଉତ୍ତୋଳନ କରି ପରେଡ ଅଭିବାଦନ ଗ୍ରହଣ କରିବେ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବରେ ଯୋଗଦେବେ ।

Leave A Reply

Your email address will not be published.