ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଥାନା ଅଧୀନସ୍ଥ ବେଲପାଳ ଗ୍ରାମରେ ପୁଲିସ କନେଷ୍ଟବଳ ନିହାର ରଞ୍ଜନ ଦଣ୍ଡପାଟଙ୍କ ପୈତୃକ ଗୃହରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଆର୍ମଡ ପୁଲିସ ରିଜର୍ଭରେ କାର୍ଯ୍ୟରତ କନେଷ୍ଟବଲ ନିହାର ରଞ୍ଜନ ଦଣ୍ଡପାଟଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ମିଳିଛି ।