oom

ମିଳିଲା ଅଚିହ୍ନା ଯୁବତୀଙ୍କ କ୍ଷତବିକ୍ଷତ ମୃତଦେହ

jsmm

ଗଜପତି : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନୂଆ ବସଷ୍ଟାଣ୍ଡ୍‌ ନିକଟରୁ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ଯୁବତୀଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନୂଆ ବସଷ୍ଟାଣ୍ଡ୍‌ ନିକଟରୁ ଜଣେ ଯୁବତୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି । ପୋଲିସ ଫାଣ୍ଡିଠାରୁ ମାତ୍ର ୧୦୦ମିଟର ଦୂରରେ ଏଭଳି ଘଟଣା ଘଟିଛି ।

jittmm
Leave A Reply

Your email address will not be published.