ଦେଶରେ କରୋନା ସଂକ୍ରମଣ ତେଜୁଛି : ଗତ ୨୪ ଘଂଟା ମଧ୍ୟରେ ୨ ଲକ୍ଷ ୬୪ ହଜାର ୨୦୨ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ତେଜୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟା ମଧ୍ୟରେ ୨ ଲକ୍ଷ ୬୪ ହଜାର ୨୦୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ଦେଶରେ ୧୨, ୭୨, ୦୭୩କୁ ବୃଦ୍ଧି ପାଇଛି । ଦେଶର ପଜିଟିଭ୍‌ ହାର ୧୪.୭୮%କୁ ପହଂଚିଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.