ବୃଦ୍ଧଙ୍କୁ ଦଳିଦେଲା ହାତୀ

ଜଳେଶ୍ଵର : ଭୋର ସମୟରେ ଶୌଚ ପାଇଁ ଯାଉଥିବା ଜଣେ ବୃଦ୍ଧଙ୍କୁ ଏକ ହାତୀ ଦଳି ଦେଇଥିବା ଭଳି ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି । ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ବ୍ଲକ ବଜାରଶୋଳ ଗ୍ରାମରେ । ମୃତକଙ୍କ ନାମ ଫାଗୁ ହାସଦା ବୋଲି ଜଣାପଡ଼ିଛି । ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

Leave A Reply

Your email address will not be published.