ବଲାଙ୍ଗିର-ଭୁବନେଶ୍ୱର ଇଣ୍ଟରସିଟିରେ ଅଗ୍ନିକାଣ୍ଡ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ଭୁବନେଶ୍ୱର ଇଣ୍ଟରସିଟିରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । କୋଇଣ୍ଡାର ସର୍ଗିପାଲି ପାଖରେ ଅଚାନକ ଏହି ଘଟଣା ଘଟିଥିବା ବେଳେ ଏଥିରେ କେହି ମୃତାହତ ହୋଇ ନଥିବା ଖବର ମିଳିଛି । ଅଗ୍ନିକାଣ୍ଡର କାରଣ ମଧ୍ୟ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.