ଡେଲାଙ୍ଗ ବ୍ଲକରେ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ୨୦୫ ଜଣ ପ୍ରାର୍ଥୀପତ୍ର ଦାଖଲ କଲେ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ଦିବସରେ ଡେଲାଙ୍ଗ ବ୍ଲକରେ ୨୦୫ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଗୁରୁବାର ଅର୍ଥାତ୍‌ ଆଜି ୱାର୍ଡ ସଭ୍ୟ ପାଇଁ ୧୫୬ ଜଣ, ସରପଞ୍ଚ ୩୧ଜଣ ଓ ସମିତିସଭ୍ୟ ପାଇଁ ୧୮ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ନେଇ ମଣ୍ଡଳ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.