ଆଗଲପୁର ବ୍ଲକ୍ ମୁଖ୍ୟ କିରାଣୀ ପ୍ରଫୁଲ୍ଲ କୁମାର ସା’ଙ୍କ ଘରେ ଭିଜିଲାନ୍ସ ରେଡ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ୍ ମୁଖ୍ୟ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ବ୍ଲକ୍ ମୁଖ୍ୟ କିରାଣୀ ପ୍ରଫୁଲ୍ଲ କୁମାର ସା’ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୩ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଅଫିସ୍ ସହିତ ସ୍ଥାନୀୟ ଗାନ୍ଧୀନଗରପଡ଼ା ଓ ହାଟପଦାପଡ଼ା ଘରେ ଚାଲିଛି ଚଢ଼ାଉ ।

Leave A Reply

Your email address will not be published.