ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ଓଡିଶା By Koshala Prabaha On Wednesday 26th January 2022, 10:02 am Share ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସ୍ଥାନୀୟ ସଂଘ କାର୍ଯ୍ୟାଳୟରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ରାଜ୍ୟ ସଭାପତି ବିଭୂତି ଭୁଷଣ କର ପତାକା ଉତ୍ତୋଳନ କରିଥିବା ବେଳେ ଏଥିରେ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ । bhubaneswar news