କାର-ବାଇକ୍‌ ମୁହାଁମୁହିିଁ ଧକ୍କା : ୨ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ପାଟଣାଗଡ଼ ରାସ୍ତା ହର୍ଡାଟାଲ ଢାବା ଛକ ନିକଟରେ କାର୍- ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ କାର୍ ବାଇକକୁ ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇଥିବା ଜଣାପଡିଛି । ଦୁଇଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ସେମାନଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସଦର ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡିଛି ।

Leave A Reply

Your email address will not be published.