ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକରୁ ୧ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟିରୁ ୨ ଜଣ, ବେଲପଡା ବ୍ଲକରୁ ୨ ଜଣ, ଦେଓଗାଁ ବ୍ଲକରୁ ଜଣେ, ଗୁଡଭେଲା ବ୍ଳକରୁ ଜଣେ, ଟିଟିଲାଗଡ ମ୍ୟୁନିସିପାଲିଟିରୁ ଜଣେ, ତୁରେକେଲା ବ୍ଲକରୁ ୧ ଜଣ ଚିହ୍ନଟ ହୋଇଥିବା ସୂଚନା ରହିଛି ।

Leave A Reply

Your email address will not be published.