ସଡକ ଦୁର୍ଘଟଣା, ଦୋକାନ ଘର ଭିତରକୁ ପଶିଗଲା ଯାତ୍ରୀବାହୀ ବସ୍‌

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଉଦଳା-ବାରିପଦା ରାଜ୍ୟ ରାଜପଥର ବୃନ୍ଦାଗଡି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୋକାନ ଘର ଭିତରକୁ ଏକ ଯାତ୍ରୀବାହୀ ବସ୍ ପଶିଯାଇ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଏକ ବାଇକ୍ ବସ୍‌ ସାମ୍ନାକୁ ଚାଲି ଆସିବାରୁ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଦୁଇ ଜଣ ଯାତ୍ରୀଙ୍କ ସମେତ ଡ୍ରାଇଭର୍ ଆହତ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.

error: Content is protected !!