ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୬୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୭ ଜଣ, ଭଦ୍ରକ, କଟକ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗିରରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post
Next Post